Videos

CM At Deogarh: ଦେବଗଡ଼ରେ ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ଭିତ୍ତି ପ୍ରସ୍ତର ସ୍ଥାପନ ଅବସରରେ ମୁଖ୍ୟମନ୍ତ୍ରୀ

CM At Deogarh: ଦେବଗଡ଼କୁ ରାଜ୍ୟର ଏକ ଅଗ୍ରଣୀ ଓ ବିକଶିତ ଜିଲ୍ଲା ଭାବରେ ଗଢି ତୋଳିବା ଆମର ପ୍ରାଥମିକ ଲକ୍ଷ୍ୟ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଦେବଗଡ଼ରେ କହିଛନ୍ତି। ସେ ଜିଲ୍ଲା ଗସ୍ତରେ ଯାଇ ସେଠାରେ ପ୍ରାୟ ୨୦୫ କୋଟି ଟଙ୍କା ମୂଲ୍ୟର ୧୫ଟି ବିଭିନ୍ନ ଜନକଲ୍ୟାଣକାରୀ ପ୍ରକଳ୍ପର ଶୁଭ ଉଦ୍‍ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏଥିସହିତ ଦେବଗଡ଼ ଜିଲ୍ଲା ପାଇଁ ଆଜି ୩୦୦ ଶଯ୍ୟା ବିଶିଷ୍ଟ ନବ ନିର୍ମିତ ଡାକ୍ତରଖାନା ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ କରକମଳରେ ଉଦ୍‍ଘାଟିତ ହୋଇଛି ।

Video Thumbnail
Share
Advertisement
Read More