Odisha Weather: ଆହୁରି ୨ ଦିନ କଲବଲ କରିବ ତାତି । ପ୍ରଚଣ୍ଡ ଗରମରୁ ମିଳିବନି ନିସ୍ତାର । ଆଜି ବୌଦ୍ଧ ଓ ଝାରସୁଗୁଡ଼ାର କିଛି ସ୍ଥାନରେ ହିଟ୍ୱେଭ ନେଇ ଅରେଞ୍ଜ ଆଲର୍ଟ ଜାରି ହୋଇଥିବା ବେଳେ ୪ଜିଲ୍ଲାକୁ ୟଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ମୁଖ୍ୟତଃ ପଶ୍ଚିମ ଓଡ଼ିଶାରେ ଅଧିକ ଗ୍ରୀଷ୍ମ ପ୍ରବାହ ଅନୁଭୁତ ହେବ । ସେହିପରି ୨୦ ତାରିଖରେ ବୌଦ୍ଧ ଜିଲ୍ଲା ପାଇଁ ଅରେଞ୍ଜ ଆଲର୍ଟ ଜାରି ହୋଇଛି ।
More Videos
More Videos
More Videos
More Videos
More Videos