Videos

ରାଜ୍ୟ ବଜେଟକୁ ନେଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଦେଲେ ଏହି ପ୍ରତିକ୍ରିୟା

Naveen Patnaik On Odisha budget 2024: ରାଜ୍ୟ ବଜେଟକୁ ନେଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ନିଜର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି ଡବଲ୍‌ ଇଞ୍ଜିନ ସରକାର ଦୁଇଗୁଣ ନିରାଶ କରିଛି।‘ମୋ' ସରାକାର ସମୟର ୪୦ଟି ଯୋଜନାର ନାଁ ପରିବର୍ତ୍ତନ କରାଯାଇଛି। ଏଠାର ଦେଖନ୍ତୁ ପୂରା ଭିଡିଓ-

Odisha budget 2024: ରାଜ୍ୟ ବଜେଟକୁ ନେଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ନିଜର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି ଡବଲ୍‌ ଇଞ୍ଜିନ ସରକାର ଦୁଇଗୁଣ ନିରାଶ କରିଛି।‘ମୋ' ସରାକାର ସମୟର ୪୦ଟି ଯୋଜନାର ନାଁ ପରିବର୍ତ୍ତନ କରାଯାଇଛି।

Video Thumbnail
Share
Advertisement
Read More