Videos

Prashant Jagdev: ଅନ୍ତରୀଣ ଜାମିନ୍ ପାଇଲେ ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ

ପ୍ରଶାନ୍ତ ଜଗଦ୍ଦେବଙ୍କୁ ମିଳିଛି ଅନ୍ତରୀଣ ଜାମିନ। ପ୍ରଶାନ୍ତଙ୍କୁ ୯ ତାରିଖରୁ ଅନ୍ତରୀଣ ଜାମିନ ମିଳିଛି। ୩ ଦିନ ପାଇଁ ଅନ୍ତରୀଣ ଜାମିନ ଦେଲେ ଖୋର୍ଦ୍ଧା ପ୍ରଥମ ଅତିରିକ୍ତ ଜିଲ୍ଲା ଦୌରାଜଜ। ଶପଥ ଗ୍ରହଣ, ମେଡିକାଲ ଗ୍ରାଉଣ୍ଡ ଓ ଦଶାହ କ୍ରିୟା ପାଇଁ ଜାମିନ ଆବେଦନ ହୋଇଥିଲା। ଆସନ୍ତା ୯ରୁ ୧୧ ତାରିଖ ଯାଏଁ ଜାମିନରେ ରହିବେ ଖୋର୍ଦ୍ଧାର ବିଜେପି ବିଧା୍ୟକ ପ୍ରଶାନ୍ତ ଜଗଦେବ। ଏନେଇ ତାଙ୍କ ଓକିଲ ସୂଚନା ଦେଇଛନ୍ତି। ଅନ୍ୟପଟେ ତାଙ୍କ ଓକିଲ କହିଛନ୍ତି ଯେ, ତିନି ଦିନିଆ ଅନ୍ତରୀଣ ଦେଲେ ଖୋର୍ଦ୍ଧା ଏଡିଜେ-୨ କୋର୍ଟ। ଶପଥ ଗ୍ରହଣ, ମେଡିକାଲ ଗ୍ରାଉଣ୍ଡ, ଦଶାହ କ୍ରିୟା ପାଇଁ ଜାମିନ ଆବେଦନ ହୋଇଥିଲା। ଆସନ୍ତା ୯ରୁ ୧୧ ତାରିଖ ଯାଏଁ ଜାମିନରେ ରହିବେ।

Video Thumbnail
Share
Advertisement
Read More