Videos

Snana Yatra: ପବିତ୍ର ଦେବସ୍ନାନ ପୂର୍ଣ୍ଣିମା, ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିବେ ମହାବାହୁ

ରତ୍ନ ସିଂହାସନ ଛାଡ଼ି ସ୍ନାନ ବେଦୀରେ ଚତୁର୍ଦ୍ଧାମୂର୍ତ୍ତି। ସ୍ନାନବେଦୀରେ ମଙ୍ଗଳ ଆଳତି, ମଇଲମ, ଅବକାଶ ଓ ତଡ଼ପଲାଗି ନୀତି ଶେଷ ହୋଇଛି। ଲକ୍ଷ ଲକ୍ଷ ଶ୍ରଦ୍ଧାଳୁ ମହାପ୍ରଭୁଙ୍କୁ ସ୍ନାନ ବେଦୀରେ ଦେଖିବାର ଅପୂର୍ବ ସୁଯୋଗ ପାଇଛନ୍ତି। ସ୍ନାନ ବେଦୀରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଦର୍ଶନ କରି ଭକ୍ତମାନେ ଭାବବିହ୍ବଳ ହୋଇପଡ଼ିଛନ୍ତି।

Video Thumbnail
Share
Advertisement

More Videos

More Videos

More Videos

More Videos

More Videos

Read More