Videos

Sura Rout Ray: ସୁଭଦ୍ରା ଟଙ୍କା ବାଣ୍ଟିଲେ କ'ଣ ହେବ? ଆଦିବାସୀ ଦିନରେ ଜମି ପ୍ରଦାନ କରନ୍ତୁ ମୁଖ୍ୟମନ୍ତ୍ରୀ

Sura Rout Ray: ସୁଭଦ୍ରା ଟଙ୍କା ବାଣ୍ଟିଲେ କ'ଣ ହେବ? ଆଦିବାସୀ ଦିନରେ ଜମି ପ୍ରଦାନ କରନ୍ତୁ ମୁଖ୍ୟମନ୍ତ୍ରୀ । ଆଜି ଆସିଛି ସୁଭଦ୍ରା ର ତୃତୀୟ କିସ୍ତି । ରାକ୍ଷୀ ପୂର୍ଣ୍ଣିମା ଅବସରରେ କୋରାପୁଟ ଜିଲ୍ଲା ଜୟପୁରରେ ସୁଭଦ୍ରାର ତୃତୀୟ କିସ୍ତି ବାଣ୍ଟିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ଅବସରରେ ଆୟୋଜିତ ହେବାକୁ ଥିବା କାର୍ଯ୍ୟକ୍ରମରେ ୧୫ରୁ ଊର୍ଦ୍ଧ୍ବ ସୁଭଦ୍ରା ହିତାଧିକାରୀଙ୍କୁ ମୁଖ୍ୟମନ୍ତ୍ରୀ ଟଙ୍କା ବାଣ୍ଟିଛନ୍ତି । ପରେ ସମସ୍ତ ହିତାଧିକାରୀଙ୍କ ଆକାଉଣ୍ଟକୁ ଟଙ୍କା ପଠାଯାଇଛି। ହେଲେ ଏହାକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଏକ ଅପିଲ୍ କରିଛନ୍ତି ବରିଷ୍ଠ ନେତା ସୁର ରାଉତରାୟ ।

Video Thumbnail
Share
Advertisement

More Videos

More Videos

More Videos

More Videos

More Videos

Read More