ରାଉରକେଲା ରୁ କୁସୁମୀ ଯାଉଥିବା ବେଳେ କଲୁଙ୍ଗା ନିକଟରେ ଭାରସାମ୍ୟ ହରାଇ ଓଲଟିଲା ଯାତ୍ରୀବାହୀ ବସ୍ । ଦୁର୍ଘଟଣା ରେ ୩୦ରୁ ଉର୍ଦ୍ଧ ଯାତ୍ରୀ ଆହତ ହୋଇଥିବା ବେଳେ ବସ୍ କୁ ବାଜି ଦୁର୍ଘଟଣା ଗ୍ରସ୍ତ ହୋଇଥିବା ଜଣେ କାର ଡ୍ରାଇଭର ଗୁରୁତର ହୋଇଛନ୍ତି। ସମସ୍ତ ଆହତ ଓ ଗୁରୁତରଙ୍କୁ ନିକଟସ୍ତ ବେସରକାରୀ ଓ ସରକାରୀ ଡ଼ାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସମସ୍ତ ଆହତ ସାମାନ୍ୟ ଆହତ ହୋଇଥିବା ସୂଚନା ମିଳିଛି।
More Videos
More Videos
More Videos
More Videos
More Videos