ନିର୍ବାଚନ ପ୍ରଚାର ବେଳେ ଶିବାରାଜଙ୍କୁ ବିଜେପିର କେନ୍ଦ୍ରୀୟ ନେତୃତ୍ବ ବିଶେଷ ଗୁରୁତ୍ବ ଦେଇନଥିବା ଅଭିଯୋଗ ହୋଇଥିଲା । ଭୋପାଳର ବିଜେପି କାର୍ଯ୍ୟାଳୟଠାରୁ ଆରମ୍ଭ କରି ରାଜରାସ୍ତା ପର୍ଯ୍ୟନ୍ତ ଶିବରାଜ ନା ହୋର୍ଡିଂରେ ଥିଲେ ନା ହାଇକମାଣ୍ଡଙ୍କ ଭାଷଣରେ। କିନ୍ତୁ ଶିବରାଜଙ୍କ ବିଶ୍ୱାସ ଥିଲା ଯେ ତାଙ୍କ ଲାଡଲି ବେହନା ଯୋଜନା ଦଳକୁ ସଂଖ୍ୟାଗରିଷ୍ଠତା ଆଣିଦେବ । ଆଉ ତାହା ହିଁ ହେଲା । ବିଜେପି ମଧ୍ୟ ପ୍ରଦେଶରେ ଆଗରେ ରହିଥିବା ବେଳେ ସେଠାରେ ସେଲିବ୍ରେସନ ଆରମ୍ଭ ହୋଇଯାଇଛି ।
More Videos
More Videos
More Videos
More Videos
More Videos