ଆଜି ବି ଘନ କୁହୁଡି ଯୋଗୁଁ ଦୀର୍ଘ ସମୟ ଧରି ନିଳଚକ୍ର ଦର୍ଶନରୁ ବଞ୍ଚିତ ହୋଇଛନ୍ତି ଭକ୍ତ ଓ ଦର୍ଶନାର୍ଥି। ରାଧାବଲ୍ଲବ ମଠ ନିକଟ ନିଷିଦ୍ଧାଞ୍ଚଳ ବାହାରୁ ପତିତପାବନଙ୍କୁ ଦର୍ଶନ କରୁଥିବା ଭକ୍ତ ମାନଙ୍କ ଦର୍ଶନରେ ଟିକେ ସମସ୍ଯା ଉପୁଜିଛି। ସେପଟେ ଶ୍ରୀମନ୍ଦିର ଦୃଶ୍ୟ ମାନ ହେଉଥିବା ପ୍ରାୟ ଦଶ କିଲୋମିଟର ଦୂରରେ ରହୁଥିବା ଗ୍ରାମବାସୀ ମାନେ ଦୀର୍ଘ ସମୟ ନିଳଚକ୍ର ଦର୍ଶନ କରି ପାରିନଥିଲେ। ବଡଦାଣ୍ଡରେ ଲାଇଟ୍ ଲଗାଇ ଗାଡି ଚଳାଚଳ କରୁଥିଲା। ଏମିତିକି ଦିନ ୮ଟା ପରେ ବି ଘନକୁହୁଡି ଯୋଗୁଁ ସୂର୍ଯ୍ୟ ଫିକା ଦିଶୁଥିଲେ ମହାପ୍ରଭୁ।
More Videos
More Videos
More Videos
More Videos
More Videos