Odisha Panipaga Report: ରାଜ୍ୟରେ ଏବେ ସକ୍ରିୟ ରହିଛି ମୌସୁମୀ। ଉତ୍ତର ଓଡିଶା ଓ ଏହାର ସଂଲଗ୍ନ ପଶ୍ଚିମବଙ୍ଗ-ଉତ୍ତର ବଙ୍ଗୋପସାଗର ନିକଟରେ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି। ଉପର ମୁଣ୍ଡରେ ଲଗାଣ ବର୍ଷା ଫଳରେ ଉତ୍ତର ଓଡ଼ିଶାରେ ବନ୍ୟା ସ୍ଥିତି ସୃଷ୍ଟି ହୋଇଛି। ବୁଧବାର ଜୁଲାଇ ୨ ତାରିଖରେ ୩ ଜିଲ୍ଲା ପାଇଁ ଅରେଞ୍ଜ ଆଲର୍ଟ ଜାରି ହୋଇଥିବା ବେଳେ ୧୪ ଜିଲ୍ଲାରେ ବର୍ଷା ହେବା ନେଇ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ଅରେଞ୍ଜ ଆଲର୍ଟ ଜାରି କରାଯାଇଥିବା ୩ ଜିଲ୍ଲା ହେଉଛି ସମ୍ବଲପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା। ୟେଲୋ ଆଲର୍ଟ ଜାରି କରାଯାଇଥିବା ୧୪ ଜିଲ୍ଲା ମାଲକାନାଗିରି, କୋରାପୁଟ, ନବରଙ୍ଗପୁର, କୋରାପୁଟ, କଳାହାଣ୍ଡି, ନୁଆପଡ଼ା, ବଲାଙ୍ଗିରି, ସୋନପୁର, ବରଗଡ଼, ବୌଦ୍ଧ, ଅମୁଗୁଳ, ଢେଙ୍କାନାଳ, ଦେବଗଡ଼, କେନ୍ଦୁଝର, ମୟୂରଭ

More Videos
More Videos
More Videos
More Videos
More Videos