Videos

Weather Report: ରାଜ୍ୟରେ ବର୍ଷା-ଘଡ଼ଘଡ଼ି ସହ ପ୍ରବଳ ବର୍ଷା, ଏହି ସବୁ ଜିଲ୍ଲା ପାଇଁ ଆଲର୍ଟ ଜାରି...

Weather Report:  ରାଜ୍ୟରେ ଏବେ ସକ୍ରିୟ ରହିଛି ମୌସୁମୀ। ସେପଟେ ଦକ୍ଷିଣ ଉତ୍ତର ପ୍ରଦେଶରୁ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଯାଏ ଉତ୍ତର ଓଡ଼ିଶା ଦେଇ ଏକ ଟ୍ରଫ ଲାଇନ ରହିଛି। ଯାହାର ପ୍ରଭାବରେ ରାଜ୍ୟରେ ବିଜୁଳି-ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଗୁରୁବାର ୨୬ ତାରିଖରେ ୧୦ ଜିଲ୍ଲାରେ ବର୍ଷା ହେବା ନେଇ ୟେଲୋ ଆଲର୍ଟ ଜାରି କରାଯାଇଥିବା ବେଳେ ୨ ଜିଲ୍ଲା ପାଇଁ ରେଡ୍ ଆଲର୍ଟ ଓ ୧୦ ଜିଲ୍ଲା ପାଇଁ ଅରେଞ୍ଜ ଆଲର୍ଟ ଜାରି କରିଛି ପାଣି ପାଗ ବିଭାଗ ପାଣିପାଗ ବିଭାଗ। 

Video Thumbnail
Share
Advertisement

More Videos

More Videos

More Videos

More Videos

More Videos

Read More