Low pressure: ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବା ନେଇ ପାଣିପାଗ ବିଭାଗ ଆକଳନ କରିଛି। ସେପଟେ ମୌସୁମୀ ପ୍ରଭାବରେ ରାଜ୍ୟର ଅନେକ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ଦେଖିବାକୁ ମିଳିଛି। ମଙ୍ଗଳବାର ୨୭ ତାରିଖ ପାଇଁ ସମସ୍ତ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ।

More Videos
More Videos
More Videos
More Videos
More Videos