Videos

Mamata Banerjee:ପଛରୁ ଧକ୍କା ଦେବା ଫଳରେ ମୁଣ୍ଡରେ ଆଘାତ ପାଇଥିଲେ ମମତା ! ଦେଖନ୍ତୁ Video

ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁତର ଆହତ ହୋଇଛନ୍ତି। ନିଜ ବାସଭବନରେ ଖସିପଡ଼ିବାରୁ ତାଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଥିବା କୁହାଯାଉଛି। ଏନେଇ ଅଖିଳ ଭାରତୀୟ ତୃଣମୂଳ କଂଗ୍ରେସ ଟୁଇଟ୍ କରି ସୂଚନା ଦେଇଛି। ଦଳ ଟ୍ୱିଟ୍ କରି କହିଛି ଯେ “ସେ ଗୁରୁତର ଆହତ ହୋଇଛନ୍ତି । ତାଙ୍କ ପାଇଁ ସମସ୍ତେ ପ୍ରାର୍ଥନା କରନ୍ତୁ ।ଏସଏସକେଏମ ହସ୍ପିଟାଲର ଜଣେ ଅଧିକାରୀଙ୍କ କହିବା ଅନୁସାରେ, ଦକ୍ଷିଣ କୋଲକାତାର ବାଲିଗଞ୍ଜ ଜିଲ୍ଲାରେ ଏକ କାର୍ଯ୍ୟକ୍ରମରୁ ନିଜ ବାସଭବନକୁ ଫେରିବାର କିଛି ସମୟ ପରେ ଏହି ଦୁର୍ଘଟଣା ହୋଇଥିଲା । ସେ ନିଜ ବାସଭବନରେ କୌଣସି କାରଣରୁ ଖସିପଡ଼ିଥିଲେ ଓ ତାଙ୍କ ମୁଣ୍ଡରେ ଆଘାତ ଲାଗିଥିଲା ।

Video Thumbnail
Share
Advertisement

More Videos

More Videos

More Videos

More Videos

More Videos

Read More