Hindi News >>Home >>Weather

Weather Report: କଲବଲ କରୁଛି ଗ୍ରୀଷ୍ମତାପ! ଆଜି ୮ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି...

 Weather Report: ବରଗଡ଼, ସୁନ୍ଦରଗଡ, ଝାରସୁଗୁଡ଼ା, ସମ୍ବଲପୁର, ବୌଦ୍ଧ, ସୁବର୍ଣ୍ଣପୁର, ବଲାଙ୍ଗୀର ଓ କଳାହାଣ୍ତି ପାଇଁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ଏହାଛଡ଼ା କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ବାଲେଶ୍ବର, ଭଦ୍ରକ(Bhadrak), ଯାଜପୁର ଓ ଗଜପତି ଜିଲ୍ଲାରେ ପ୍ରବଳ ଗୁଳୁଗୁଳି ଅନୁଭୂତ ହେବ।ସେପଟେ ଏପ୍ରିଲ୍ ୩ କିମ୍ବା ୪ ତାରିଖରେ କେତେକ ସ୍ଥାନରେ ବର୍ଷା ହେବା ସମ୍ଭାବନା ରହିଛି। 

Advertisement
 Weather Report: କଲବଲ କରୁଛି ଗ୍ରୀଷ୍ମତାପ! ଆଜି ୮ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି...
Priyambada Rana|Updated: Mar 30, 2025, 07:26 AM IST
Share

Weather Report: କାଳବୈଶାଖୀ ବର୍ଷା ପରେ ଏବେ ରାଜ୍ୟବାସୀଙ୍କୁ କଲବଲ କଲାଣି ଶୀତ। ଗତ ୨୪ ଘଣ୍ଟା ମଧ୍ୟରେ ଝାରସୁଗୁଡ଼ାରେ ସର୍ବୋଚ୍ଚ ୪୩ ଡିଗ୍ରି ତାପମାତ୍ରା ରେକର୍ଡ ହୋଇଥିବା ବେଳେ ରାଜଧାନୀ ଭୁବନେଶ୍ୱରରେ ମଧ୍ୟ ତାପମାତ୍ରା ୪୦ ଡିଗ୍ରୀ ଅତିକ୍ରମ କରିଛି। ଆହୁରି ୨ ଦିନ ଯାଏଁ ତାତିରୁ ମିଳବନି ନିସ୍ତାର। ଅସମ୍ଭାଳ ତାତିକୁ ନେଇ ୨ ଦିନ ଯାଏଁ ହିଟ ୱେଭ୍ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ।
 

ଆଜି ପ୍ରଚଣ୍ଡ ଖରା ଓ ଗୁଳୁଗୁଳି ପାଇଁ ୮ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ବିଭାଗ। ବରଗଡ଼, ସୁନ୍ଦରଗଡ, ଝାରସୁଗୁଡ଼ା, ସମ୍ବଲପୁର, ବୌଦ୍ଧ, ସୁବର୍ଣ୍ଣପୁର, ବଲାଙ୍ଗୀର ଓ କଳାହାଣ୍ତି ପାଇଁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ଏହାଛଡ଼ା କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ବାଲେଶ୍ବର, ଭଦ୍ରକ(Bhadrak), ଯାଜପୁର ଓ ଗଜପତି ଜିଲ୍ଲାରେ ପ୍ରବଳ ଗୁଳୁଗୁଳି ଅନୁଭୂତ ହେବ।ସେପଟେ ଏପ୍ରିଲ୍ ୩ କିମ୍ବା ୪ ତାରିଖରେ କେତେକ ସ୍ଥାନରେ ବର୍ଷା ହେବା ସମ୍ଭାବନା ରହିଛି। 

Read More
{}{}